ଗଣନା ପୁସ୍ତକ 29:20 - ପବିତ୍ର ବାଇବଲ20 “ଆଉ ଉତ୍ସବର ତୃତୀୟ ଦିନରେ ଏଗାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, See the chapterଓଡିଆ ବାଇବେଲ20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ, See the chapter |