ଗଣନା ପୁସ୍ତକ 29:29 - ପବିତ୍ର ବାଇବଲ29 “ଆଉ ପର୍ବର ଷଷ୍ଠ ଦିନରେ ଆଠଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, See the chapterଓଡିଆ ବାଇବେଲ29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ, See the chapter |