ଗଣନା ପୁସ୍ତକ 3:20 - ପବିତ୍ର ବାଇବଲ20 ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ। See the chapterପବିତ୍ର ବାଇବଲ (Re-edited) - (BSI)20 ପୁଣି ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ। See the chapterଓଡିଆ ବାଇବେଲ20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ। See the chapter |