ଗଣନା ପୁସ୍ତକ 3:32 - ପବିତ୍ର ବାଇବଲ32 ଯାଜକ ହାରୋଣର ପୁତ୍ର ଇଲିୟାସର ସମସ୍ତଙ୍କ ମଧ୍ୟରେ ପ୍ରଧାନ ଲେବୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷୟର କାର୍ଯ୍ୟ କରନ୍ତି ସେମାନଙ୍କର ତତ୍ତ୍ୱାବଧାନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)32 ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ। See the chapterଓଡିଆ ବାଇବେଲ32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ। See the chapter |