ଗଣନା ପୁସ୍ତକ 3:39 - ପବିତ୍ର ବାଇବଲ39 ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାରେ ଲେବୀୟମାନଙ୍କୁ ଗଣନା କଲେ। ଲେବୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ୟା 22,000 ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)39 ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ। See the chapterଓଡିଆ ବାଇବେଲ39 ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ। See the chapter |