ଗଣନା ପୁସ୍ତକ 3:43 - ପବିତ୍ର ବାଇବଲ43 ପୁଣି ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ୟାନୁସାରେ ସେମାନଙ୍କର ସଂଖ୍ୟା 22,273 ହେଲା। See the chapterପବିତ୍ର ବାଇବଲ (Re-edited) - (BSI)43 ପୁଣି ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା। See the chapterଓଡିଆ ବାଇବେଲ43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା। See the chapter |