ଗଣନା ପୁସ୍ତକ 3:50 - ପବିତ୍ର ବାଇବଲ50 ଇସ୍ରାଏଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ 1,365 ଶେକଲ ନେଲେ। See the chapterପବିତ୍ର ବାଇବଲ (Re-edited) - (BSI)50 ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକ-ମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ; See the chapterଓଡିଆ ବାଇବେଲ50 ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ; See the chapter |