Online Bible

- Advertisements -




ଗଣନା ପୁସ୍ତକ 30:4 - ପବିତ୍ର ବାଇବଲ

4 ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନ କରେ ତେବେ, ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାଯିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତାହାର ପିତା ଯେବେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତର କଥା ଶୁଣି ତାହାକୁ କିଛି ନ କହେ, ତେବେ ତାହାର ସକଳ ମାନତ ସ୍ଥିର ହେବ; ପୁଣି ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।

See the chapter Copy

ଓଡିଆ ବାଇବେଲ

4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।

See the chapter Copy




ଗଣନା ପୁସ୍ତକ 30:4

Follow us:

Advertisements


Advertisements