ଗଣନା ପୁସ୍ତକ 30:9 - ପବିତ୍ର ବାଇବଲ9 “ମାତ୍ର ବିଧବା କି ସ୍ୱାମୀ ପରିତ୍ୟକ୍ତା ସ୍ତ୍ରୀ ମାନତ କଲେ, ସେ ଯେକୌଣସି ବିଷୟରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ବିଧବା କି ସ୍ଵାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ। See the chapterଓଡିଆ ବାଇବେଲ9 ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ। See the chapter |