Online Bible

- Advertisements -




ଗଣନା ପୁସ୍ତକ 31:26 - ପବିତ୍ର ବାଇବଲ

26 “ତୁମ୍ଭେ ଓ ଇଲିୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ସୈନ୍ୟମାନଙ୍କ ଦ୍ୱାରା ଧୃତ ଜୀବଗଣର ଅର୍ଥାତ୍ ବନ୍ଦୀ ମନୁଷ୍ୟର, ପଶୁର ଗଣନା କର ଓ ସମସ୍ତ ଦ୍ରବ୍ୟର ସଂଖ୍ୟା କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ତୁମ୍ଭେ ଓ ଇଲୀୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।

See the chapter Copy

ଓଡିଆ ବାଇବେଲ

26 “ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 “ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।

See the chapter Copy




ଗଣନା ପୁସ୍ତକ 31:26

Follow us:

Advertisements


Advertisements