ଗଣନା ପୁସ୍ତକ 31:30 - ପବିତ୍ର ବାଇବଲ30 ପୁଣି ଇସ୍ରାଏଲୀୟ ଲୋକମାନଙ୍କ ପ୍ରାପ୍ତ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁ ମଧ୍ୟରୁ ପ୍ରତି ପଗ୍ଭଶ୍ରୁ ଗୋଟିଏ ଲେଖାଏଁ ନେଇ ଲେବୀୟମାନଙ୍କୁ ଦିଅ। କାରଣ ସେମାନେ ସଦାପ୍ରଭୁଙ୍କର ପବିତ୍ର ତମ୍ବୁର ରକ୍ଷକ ଅଟନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)30 ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ। See the chapterଓଡିଆ ବାଇବେଲ30 ପୁଣି, ଇସ୍ରାଏଲ ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;” See the chapter |