Online Bible

- Advertisements -




ଗଣନା ପୁସ୍ତକ 32:29 - ପବିତ୍ର ବାଇବଲ

29 ପୁଣି ମୋଶା ସେମାନଙ୍କୁ କହିଲେ, “ଯଦି ଗାଦ୍ ଗୋଷ୍ଠୀର ଓ ରୁବେନ୍ ପରିବାରର ସୈନ୍ୟମାନେ ତୁମ୍ଭ ସହିତ ଯୁଦ୍ଧ କରିବା ପାଇଁ ଓ ଦେଶ ଅଧିକାର କରିବାକୁ ସଦାପ୍ରଭୁଙ୍କ ଆଗରେ ଯାଆନ୍ତି, ତେବେ ତୁମ୍ଭେମାନେ ଅଧିକାରାର୍ଥେ ସୁତ୍ରରେ ସେମାନଙ୍କୁ ଗିଲିୟଦ ଦେଶ ଦେବା ଉଚିତ୍।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ମୋଶା ସେମାନଙ୍କୁ କହିଲେ, ଗାଦ୍-ସନ୍ତାନଗଣର ଓ ରୁବେନ-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯେବେ ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।

See the chapter Copy

ଓଡିଆ ବାଇବେଲ

29 ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।

See the chapter Copy




ଗଣନା ପୁସ୍ତକ 32:29

Follow us:

Advertisements


Advertisements