ଗଣନା ପୁସ୍ତକ 33:2 - ପବିତ୍ର ବାଇବଲ2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କର ଯାତ୍ରା ଅନୁସାରେ ସେମାନଙ୍କର ଗମନର ବିବରଣ ଲେଖିଲେ, ଯେଉଁ ଯେଉଁ ସ୍ଥାନକୁ ସେମାନେ ଗମନ କରିଥିଲେ, ସେହିସବୁ ଯାତ୍ରାର ବିବରଣ ଏହି। See the chapterପବିତ୍ର ବାଇବଲ (Re-edited) - (BSI)2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି। See the chapterଓଡିଆ ବାଇବେଲ2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି। See the chapter |