ଗଣନା ପୁସ୍ତକ 33:40 - ପବିତ୍ର ବାଇବଲ40 କିଣାନୀୟ ରାଜା ଆରାଦର ନେଗେଭରେ ଶୁଣିଲେ ଯେ, ଇସ୍ରାଏଲର ଲୋକମାନେ ଆସୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)40 ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ। See the chapterଓଡିଆ ବାଇବେଲ40 ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ। See the chapter |