ଗଣନା ପୁସ୍ତକ 34:15 - ପବିତ୍ର ବାଇବଲ15 ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ଯିରୀହୋ ପୂର୍ବଦିଗରେ ଯର୍ଦ୍ଦନର ଆରପାରିରେ ସେମାନଙ୍କର ଅଧିକାର ପାଇଅଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି। See the chapterଓଡିଆ ବାଇବେଲ15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।” See the chapter |