ଗଣନା ପୁସ୍ତକ 34:18 - ପବିତ୍ର ବାଇବଲ18 ପୁଣି ତୁମ୍ଭେମାନେ ଦେଶ ଭାଗ କରିବା ନିମନ୍ତେ ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନେତୃବର୍ଗ ବାଛିବ। See the chapterପବିତ୍ର ବାଇବଲ (Re-edited) - (BSI)18 ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ। See the chapterଓଡିଆ ବାଇବେଲ18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ। See the chapter |