ଗଣନା ପୁସ୍ତକ 35:15 - ପବିତ୍ର ବାଇବଲ15 ଇସ୍ରାଏଲର ଲୋକମାନଙ୍କ ନିମନ୍ତେ, ବିଦେଶରେ ଜନ୍ମିତ ବାସିନ୍ଦା ନିମନ୍ତେ ଓ ବିଦେଶୀ ସ୍ଥାୟୀବାସିନ୍ଦାମାନଙ୍କ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଲାଇ ଯାଇପାରିବ। See the chapterପବିତ୍ର ବାଇବଲ (Re-edited) - (BSI)15 ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ। See the chapterଓଡିଆ ବାଇବେଲ15 ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ। See the chapter |