ଗଣନା ପୁସ୍ତକ 35:19 - ପବିତ୍ର ବାଇବଲ19 ଜଣେ ମୃତ ପରିବାରର ଲୋକ, ହତ୍ୟାକାରୀକୁ ହତ୍ୟା କରି ପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ୟା କରି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)19 ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକି ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ। See the chapterଓଡିଆ ବାଇବେଲ19 ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ। See the chapter |