ଗଣନା ପୁସ୍ତକ 35:5 - ପବିତ୍ର ବାଇବଲ5 ଚତୁର୍ପାର୍ଶ୍ୱର ଖୋଲା ମାପ 3,000 ଫୁଟ ହେବ। ନଗରଟି ସେହି ଭୂମିର ମଝିରେ ରହିବ। ତାହା ନଗର ପାଇଁ ଗ୍ଭରଣଭୂମି ହେବ। See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। See the chapterଓଡିଆ ବାଇବେଲ5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। See the chapter |