ଗଣନା ପୁସ୍ତକ 35:8 - ପବିତ୍ର ବାଇବଲ8 ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।” See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ। See the chapterଓଡିଆ ବାଇବେଲ8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।” See the chapter |