Online Bible

- Advertisements -




ଗଣନା ପୁସ୍ତକ 4:19 - ପବିତ୍ର ବାଇବଲ

19 ମାତ୍ର ସେମାନେ ମହାପବିତ୍ର ସ୍ଥାନରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲାବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରକୁ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ।

See the chapter Copy

ଓଡିଆ ବାଇବେଲ

19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।

See the chapter Copy




ଗଣନା ପୁସ୍ତକ 4:19

Follow us:

Advertisements


Advertisements