Online Bible

- Advertisements -




ଗଣନା ପୁସ୍ତକ 4:43 - ପବିତ୍ର ବାଇବଲ

43 ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ, ସେମାନେ ଗଣ୍ୟ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

43 ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

See the chapter Copy

ଓଡିଆ ବାଇବେଲ

43 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

See the chapter Copy




ଗଣନା ପୁସ୍ତକ 4:43

Follow us:

Advertisements


Advertisements