Online Bible

- Advertisements -




ଗଣନା ପୁସ୍ତକ 5:20 - ପବିତ୍ର ବାଇବଲ

20 ମାତ୍ର ଯେବେ ତୁମ୍ଭେ ସ୍ୱାମୀଙ୍କ ବିବାହ କରିବା ବେଳେ ବିପଥଗାମିନୀ ହୋଇଥାଅ ଓ ସ୍ୱାମୀକୁ ଛାଡ଼ି ଅନ୍ୟ ପୁରୁଷ ସହିତ ଶୟନ କରିଥାଅ, ତେବେ ତୁମ୍ଭେ କଳୁଷିତ ହୋଇଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଯେବେ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି ତୁମ୍ଭ ସ୍ଵାମୀ ଛଡ଼ା ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;

See the chapter Copy

ଓଡିଆ ବାଇବେଲ

20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;

See the chapter Copy




ଗଣନା ପୁସ୍ତକ 5:20

Follow us:

Advertisements


Advertisements