ଗଣନା ପୁସ୍ତକ 6:27 - ପବିତ୍ର ବାଇବଲ27 ତା'ପରେ ସଦାପ୍ରଭୁ କହିଲେ, “ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇସ୍ରାଏଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।” See the chapterପବିତ୍ର ବାଇବଲ (Re-edited) - (BSI)27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। See the chapterଓଡିଆ ବାଇବେଲ27 ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। See the chapter |