ଗଣନା ପୁସ୍ତକ 7:5 - ପବିତ୍ର ବାଇବଲ5 “ସେମାନେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ-ତମ୍ବୁର ସେବା ନିମନ୍ତେ ଅଛନ୍ତି। ଏହା ଲେବୀୟମାନଙ୍କୁ ଦିଅ ସେମାନଙ୍କର କାର୍ଯ୍ୟ ଅନୁସାରେ।” See the chapterପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ଵୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟ-ମାନଙ୍କୁ ତାହାସବୁ ଦେବ। See the chapterଓଡିଆ ବାଇବେଲ5 “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।” See the chapter |