ଗଣନା ପୁସ୍ତକ 7:9 - ପବିତ୍ର ବାଇବଲ9 ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସେମାନଙ୍କର ପବିତ୍ର କାର୍ଯ୍ୟ ଥିଲା କାନ୍ଧରେ ଜିନିଷ ବହନ କରିବା। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବହିଲେ। See the chapterଓଡିଆ ବାଇବେଲ9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ। See the chapter |