ଗଣନା ପୁସ୍ତକ 8:8 - ପବିତ୍ର ବାଇବଲ8 “ତା'ପରେ ସେମାନେ ଏକ ଗୋବତ୍ସ ଓ ତା’ ସହିତ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ଆଣନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ। See the chapterଓଡିଆ ବାଇବେଲ8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ। See the chapter |