ଗଣନା ପୁସ୍ତକ 9:12 - ପବିତ୍ର ବାଇବଲ12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ। ସେମାନେ ମେଷ ବତ୍ସର କୌଣସି ହାଡ଼ ଭାଙ୍ଗିବେ ନାହିଁ, ଆଉ ସେମାନେ ନିସ୍ତାରପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। See the chapterଓଡିଆ ବାଇବେଲ12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ। See the chapter |