ଗଣନା ପୁସ୍ତକ 9:16 - ପବିତ୍ର ବାଇବଲ16 ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତିରେ ଏହା ଅଗ୍ନିତୁଲ୍ୟ ଦେଖାଗଲା। See the chapterପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା। See the chapterଓଡିଆ ବାଇବେଲ16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା। See the chapter |