ଗଣନା ପୁସ୍ତକ 9:5 - ପବିତ୍ର ବାଇବଲ5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ। See the chapterଓଡିଆ ବାଇବେଲ5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ। See the chapter |