ଫିଲୀମନ 1:12 - ପବିତ୍ର ବାଇବଲ12 ମୁଁ ତାହାକୁ ତୁମ୍ଭ ପାଖକୁ ଫେରାଇ ଦେଉଛି। ତା’ ସହିତ ମୋର ହୃଦୟ ମଧ୍ୟ ବନ୍ଧା ହୋଇଛି। See the chapterପବିତ୍ର ବାଇବଲ (Re-edited) - (BSI)12 ସେ ତ ମୋହର ହୃଦୟ ସ୍ଵରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି। See the chapterଓଡିଆ ବାଇବେଲ12 ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି । See the chapterପବିତ୍ର ବାଇବଲ (CL) NT (BSI)12 ଏବେ ତାଙ୍କୁ ତୁମ ନିକଟକୁ ପଠାଇ ଦେବା ବେଳେ ମୋ’ ହୃଦୟ ବିଦୀର୍ଣ୍ଣ ହୋଇଗଲା ପରି ଲାଗୁଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି। See the chapter |