ଫିଲିପୀୟ 1:1 - ପବିତ୍ର ବାଇବଲ1 ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲିପ୍ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ ଏବଂ ବିଶେଷ ସେବକମାନଙ୍କୁ ପତ୍ର। See the chapterପବିତ୍ର ବାଇବଲ (Re-edited) - (BSI)1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି; See the chapterଓଡିଆ ବାଇବେଲ1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ; See the chapterପବିତ୍ର ବାଇବଲ (CL) NT (BSI)1 ଫିଲିପୀ ମଣ୍ଡଳୀର ବିଶପ୍ମାନଙ୍କୁ, ଦୀକନମାନଙ୍କୁ ଓ ଖ୍ରୀଷ୍ଟିବିଶ୍ୱାସୀ ସମସ୍ତଙ୍କୁ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ପାଉଲ ଓ ତୀମଥିଙ୍କର ପତ୍ର:- See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର; See the chapter |
ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’