ଫିଲିପୀୟ 1:12 - ପବିତ୍ର ବାଇବଲ12 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦେବାକୁ ଇଚ୍ଛା କରେ ଯେ ମୋ’ ପ୍ରତି ଯାହାକିଛି ଘଟିଛି, ତାହା ସୁସମାଗ୍ଭର ପ୍ରଗ୍ଭର କରିବାରେ ସାହାଯ୍ୟ କଲା। See the chapterପବିତ୍ର ବାଇବଲ (Re-edited) - (BSI)12 ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; See the chapterଓଡିଆ ବାଇବେଲ12 ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; See the chapterପବିତ୍ର ବାଇବଲ (CL) NT (BSI)12 ହେ ଭାଇମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚାହେଁ ଯେ, ମୋ’ ପ୍ରତି ଯାହା ଯାହା ଘଟିଛି, ତାହା ସୁସମାଚାରର ଅଗ୍ରଗତିକୁ ସାହାଯ୍ୟ କରିଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; See the chapter |
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।