ଫିଲିପୀୟ 2:14 - ପବିତ୍ର ବାଇବଲ14 ଅଭିଯୋଗ ବା ବାଦାନୁବାଦ ନ କରି ପ୍ରତ୍ୟେକ କାର୍ଯ୍ୟ କର। See the chapterପବିତ୍ର ବାଇବଲ (Re-edited) - (BSI)14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, See the chapterଓଡିଆ ବାଇବେଲ14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, See the chapterପବିତ୍ର ବାଇବଲ (CL) NT (BSI)14 ଆପତ୍ତି ବା ତର୍କବିତର୍କ ନ କରି ସବୁ କାର୍ଯ୍ୟ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, See the chapter |
ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।