ଫିଲିପୀୟ 2:22 - ପବିତ୍ର ବାଇବଲ22 ତୁମ୍ଭେମାନେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସେବା କରେ, ସେହିପରି ସେ ମୋ’ ସହିତ ସୁସମାଗ୍ଭର କହିବା ସମୟରେ ମୋର ସେବା କରିଛନ୍ତି; ଏ କଥା ତୁମ୍ଭେମାନେ ଜାଣ। See the chapterପବିତ୍ର ବାଇବଲ (Re-edited) - (BSI)22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। See the chapterଓଡିଆ ବାଇବେଲ22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ । See the chapterପବିତ୍ର ବାଇବଲ (CL) NT (BSI)22 ତୁମେ ଜାଣ, ତୀମଥି କିପରି ତାଙ୍କର ଯୋଗ୍ୟତା ପ୍ରମାଣିତ କରିଛନ୍ତି, କିପରି ସେ ଆଉ ମୁଁ ପୁତ୍ର ଓ ପିତା ପରି ସୁସମାଚାର ପ୍ରଚାର କାର୍ଯ୍ୟରେ ମିଳିମିଶି ଉଦ୍ୟମ କରୁଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। See the chapter |
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।