ଫିଲିପୀୟ 2:9 - ପବିତ୍ର ବାଇବଲ9 ଖ୍ରୀଷ୍ଟ ପରମେଶ୍ୱରଙ୍କ ବାଧ୍ୟ ହେଲେ, ତେଣୁ ପରମେଶ୍ୱର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ୱର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, See the chapterଓଡିଆ ବାଇବେଲ9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, See the chapterପବିତ୍ର ବାଇବଲ (CL) NT (BSI)9 ଏଥିଯୋଗୁଁ ଈଶ୍ୱର ତାଙ୍କୁ ସର୍ବୋଚ୍ଚ ଉଦ୍ଧ୍ୱର୍ସ୍ଥାନକୁ ଉତ୍ଥାପିତ କରିଛନ୍ତି ଏବଂ ଅନ୍ୟ ସମସ୍ତଙ୍କର ନାମ ଅପେକ୍ଷା ମହତ୍ତର ନାମ ତାଙ୍କୁ ଦେଇଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, See the chapter |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।