ଫିଲିପୀୟ 3:13 - ପବିତ୍ର ବାଇବଲ13 ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ। See the chapterପବିତ୍ର ବାଇବଲ (Re-edited) - (BSI)13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, See the chapterଓଡିଆ ବାଇବେଲ13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, See the chapterପବିତ୍ର ବାଇବଲ (CL) NT (BSI)13 ଅବଶ୍ୟ ଏ ପର୍ଯ୍ୟନ୍ତ ମୁଁ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ନାହିଁ। କିନ୍ତୁ ଗୋଟିଏ କାର୍ଯ୍ୟରେ ମୁଁ ନିବିଷ୍ଟ ରହିଛି; ପଚରେ ଛାଡ଼ି ଆସିଥିବା ବିଷୟଗୁଡ଼ିକୁ ଭୁଲିଯାଇ, ସମ୍ମୁଖରେ ଥିବା ବିଷୟଗୁଡ଼ିକୁ ପାଇବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, See the chapter |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।