ଫିଲିପୀୟ 4:13 - ପବିତ୍ର ବାଇବଲ13 ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ। See the chapterପବିତ୍ର ବାଇବଲ (Re-edited) - (BSI)13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ। See the chapterଓଡିଆ ବାଇବେଲ13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ । See the chapterପବିତ୍ର ବାଇବଲ (CL) NT (BSI)13 ମୋର ଶକ୍ତିଦାତା ଖ୍ରୀଷ୍ଟଙ୍କ ସହାୟତାରେ ମୁଁ ସବୁ କିଛି କରିପାରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ। See the chapter |