ଫିଲିପୀୟ 4:21 - ପବିତ୍ର ବାଇବଲ21 ଖ୍ରୀଷ୍ଟଙ୍କଠାରେ ପରମେଶ୍ୱରଙ୍କ ପ୍ରତ୍ୟେକ ପବିତ୍ର ଲୋକକୁ ନମସ୍କାର। ମୋ’ ସହିତ ଥିବା ପରମେଶ୍ୱରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। See the chapterଓଡିଆ ବାଇବେଲ21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ସେଠାରେ ଥିବା ସମସ୍ତ ସାଧୁଙ୍କୁ ଅଭିବାଦନ ଜଣାଉଛି। ମୋ’ ସଙ୍ଗରେ ଥିବା ଏ ସ୍ଥାନର ଭାଇମାନେ ତୁମ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। See the chapter |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।