ହିତୋପଦେଶ 1:5 - ପବିତ୍ର ବାଇବଲ5 ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ୟଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସେମାନେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ। See the chapterପବିତ୍ର ବାଇବଲ (Re-edited) - (BSI)5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ତିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; See the chapterଓଡିଆ ବାଇବେଲ5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; See the chapter |