ହିତୋପଦେଶ 10:32 - ପବିତ୍ର ବାଇବଲ32 ଧାର୍ମିକ ଲୋକମାନେ କ’ଣ କହିବାକୁ ହେବ ଜାଣନ୍ତି, କିନ୍ତୁ ଦୁଷ୍ଟଗଣ କହନ୍ତି ଯାହା ଅସୁବିଧାରେ ପକାଏ। See the chapterପବିତ୍ର ବାଇବଲ (Re-edited) - (BSI)32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। See the chapterଓଡିଆ ବାଇବେଲ32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। See the chapter |