ହିତୋପଦେଶ 11:4 - ପବିତ୍ର ବାଇବଲ4 ପ୍ରଭୁଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା ପାଇବ। See the chapterପବିତ୍ର ବାଇବଲ (Re-edited) - (BSI)4 କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ। See the chapterଓଡିଆ ବାଇବେଲ4 ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ। See the chapter |