ହିତୋପଦେଶ 12:14 - ପବିତ୍ର ବାଇବଲ14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହେବ। See the chapterପବିତ୍ର ବାଇବଲ (Re-edited) - (BSI)14 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। See the chapterଓଡିଆ ବାଇବେଲ14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। See the chapter |