Online Bible

- Advertisements -




ହିତୋପଦେଶ 12:17 - ପବିତ୍ର ବାଇବଲ

17 ସତ୍ୟବାଦୀମାନେ ନ୍ୟାୟପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ୟାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।

See the chapter Copy

ଓଡିଆ ବାଇବେଲ

17 ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।

See the chapter Copy




ହିତୋପଦେଶ 12:17

Follow us:

Advertisements


Advertisements