ହିତୋପଦେଶ 12:2 - ପବିତ୍ର ବାଇବଲ2 ସତ୍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା’ନ୍ତି। କିନ୍ତୁ ଯେଉଁ ବ୍ୟକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହେବ। See the chapterପବିତ୍ର ବାଇବଲ (Re-edited) - (BSI)2 ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ। See the chapterଓଡିଆ ବାଇବେଲ2 ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସତ୍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ। See the chapter |