Online Bible

- Advertisements -




ହିତୋପଦେଶ 14:19 - ପବିତ୍ର ବାଇବଲ

19 ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗରେ ପରାସ୍ତ ହୋଇ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗରେ ମଥାନତ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ଵାରରେ ଦଣ୍ତବତ କରନ୍ତି।

See the chapter Copy

ଓଡିଆ ବାଇବେଲ

19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।

See the chapter Copy




ହିତୋପଦେଶ 14:19

Follow us:

Advertisements


Advertisements