ହିତୋପଦେଶ 15:12 - ପବିତ୍ର ବାଇବଲ12 ଜଣେ ନିନ୍ଦୁକ ଅନୁଯୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସେମାନେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ଯାଆନ୍ତି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ। See the chapterଓଡିଆ ବାଇବେଲ12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ। See the chapter |