ହିତୋପଦେଶ 16:13 - ପବିତ୍ର ବାଇବଲ13 ଧର୍ମଯୁକ୍ତ କଥା ରାଜାଙ୍କ ପାଇଁ ତୁଷ୍ଟିକର। ସେମାନେ ଯଥାର୍ଥ କରନ୍ତି ଯେଉଁମାନେ ପ୍ରେମ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି ଯଥାର୍ଥବାଦୀକି ସେମାନେ ପ୍ରେମ କରନ୍ତି। See the chapterଓଡିଆ ବାଇବେଲ13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି। See the chapter |