ହିତୋପଦେଶ 16:18 - ପବିତ୍ର ବାଇବଲ18 ଅହଙ୍କାର ସର୍ବନାଶର ସମ୍ମୁଖରେ ଆସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖରେ ଆସେ। See the chapterପବିତ୍ର ବାଇବଲ (Re-edited) - (BSI)18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ। See the chapterଓଡିଆ ବାଇବେଲ18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ। See the chapter |