ହିତୋପଦେଶ 17:20 - ପବିତ୍ର ବାଇବଲ20 ଯାହାର ହୃଦୟ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ୟ ଖରାପ ସେ ବିପଦରେ ପଡ଼େ। See the chapterପବିତ୍ର ବାଇବଲ (Re-edited) - (BSI)20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ଵା, ସେ ଆପଦରେ ପଡ଼େ। See the chapterଓଡିଆ ବାଇବେଲ20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ। See the chapter |